ଆଜିର ଖବର ‘ନାରୀଶକ୍ତି ମାଧ୍ୟମରେ ବିକଶିତ ଭାରତ’ ଶୀର୍ଷକ ଜାତୀୟ ସମ୍ମିଳନୀକୁ ଉଦଘାଟନ କଲେ ରାଷ୍ଟ୍ରପତି ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ( ମାର୍ଚ୍ଚ ୮, ୨୦୨୫) ‘ନାରୀଶକ୍ତି ମାଧ୍ୟମରେ ବିକଶିତ ଭାରତ’ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଏହି ସମ୍ମିଳନୀକୁ କେନ୍ଦ୍ର ମହିଳା…