ଆଜିର ଖବର ବାଣପୁର ବ୍ଲକର ଆଦିବାସୀ ଅଧ୍ୟୁଷିତ ପଞ୍ଚାୟତ ଗସ୍ତ କଲେ ରାଷ୍ଟ୍ରୀୟ ଅନୁସୂଚିତ ଜନଜାତି କମିଶନର ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକର ନୀଳାଦ୍ରି ପ୍ରସାଦ ଏବଂ ଦାମିଆ ବରବରା ପଞ୍ଚାୟତ ଜିଲ୍ଲାର ଦୁଇ ଗୋଟି ଆଦିବାସୀ ଅଧୁଷିତ ପଞ୍ଚାୟତ ଅଟେ।…