ଜାତୀୟ ଖବର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ‘ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର’ ୨୦୨୩ ଘୋଷିତ ନୂଆଦିଲ୍ଲୀ: ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଆଜି ‘ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର’ ୨୦୨୩ ଘୋଷଣା କରାଯାଇଛି। ଜାନୁଆରୀ ୦୯, ୨୦୨୪ (ମଙ୍ଗଳବାର) ପୂର୍ବାହ୍ନ…