ରାଷ୍ଟ୍ରୀୟ ପରୀକ୍ଷା ଏଜେନ୍ସି

ନୂଆଦିଲ୍ଲୀ: ଗତ ମାସରେ କେରଳର କୋଲ୍ଲମ ଜିଲ୍ଲାର ଏକ ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିବା ପୂର୍ବରୁ ଛାତ୍ରୀମାନଙ୍କ ଅନ୍ତ ବସ୍ତ୍ର କାଢିବାକୁ ବାଧ୍ୟ କରାଯାଇଥିବା ଅଭିଯୋଗ ହୋଇଥିଲା।…