ଆଜିର ଖବର କଂଗ୍ରେସକୁ ବଡ ଝଟକା: ଦଳ ଛାଡିଲେ ପୂର୍ବତନ ସାଂସଦ ତଥା ରାଷ୍ଟ୍ରୀୟ ମହିଳା ସଭାପତି ସୁସ୍ମିତା ଦେବ ନୂଆଦିଲ୍ଲୀ: କଂଗ୍ରେସର ପୂର୍ବତନ ସାଂସଦ ତଥା ମହିଳା କଂଗ୍ରେସ ସଭାପତି ସୁସ୍ମିତା ଦେବ ଦଳ ଛାଡିଛନ୍ତି। ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ସୁସ୍ମିତା ଦେବ ତାଙ୍କ ଇସ୍ତଫା…