ଆଜିର ଖବର ଭୁବନେଶ୍ୱର ରୋଜଗାର ମେଳାରେ ୧୮୧ ଜଣଙ୍କୁ ନିଯୁକ୍ତିପତ୍ର ବିତରଣ କଲେ କେନ୍ଦ୍ରମନ୍ତ୍ରୀ ଭୁବନେଶ୍ୱର: ଆମ ଦେଶକୁ ଦୁନିଆର ୧ ନମ୍ବର ଅର୍ଥନୀତିର ରାଷ୍ଟ୍ରରେ ପରିଣତ କରିବାକୁ ହେଲେ ଯୁବଶକ୍ତିଙ୍କୁ ବିଲକ୍ଷଣ ପ୍ରତିଭାର ଅଧିକାରୀ ହେବାକୁ ପଡିବ। ଏଥିପାଇଁ ସଫ୍ଟଓୟାର ଭଳି…