ଆଜିର ଖବର ଓଡିଶାର ୨ ଶିକ୍ଷକଙ୍କୁ ମିଳିଲା ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର-୨୦୨୧ ନୂଆଦିଲ୍ଲୀ: ଆଜି ସମଗ୍ର ଦେଶ ପବିତ୍ର ଗୁରୁଦିବସ ପାଳନ କରୁଛି। ଏହି ଅବସରରେ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶର ଶିକ୍ଷକମାନଙ୍କୁ ସମ୍ମାନିତ କରିଛନ୍ତି। ଦେଶର ବିଭିନ୍ନ…