ଆଜିର ଖବର ଭୁବନେଶ୍ବରରେ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ସଂକଳ୍ପ ଦିବସ ପାଳିତ ଭୁବନେଶ୍ବର: ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜୟଦେବ ଭବନ ପରିସରରେ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ସଂକଳ୍ପ ଦିବସ ପାଳନ କରାଯାଇଛି। ରାଷ୍ଟ୍ରୀୟ ସୁରକ୍ଷା ଓ ଅଖଣ୍ଡତା ରକ୍ଷା…