ବିଶେଷ ଖବର ‘ଯଶୋଭୂମି’ର ପ୍ରଥମ ପର୍ଯ୍ୟାୟକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଦ୍ୱାରକାଠାରେ ଭାରତ ଅନ୍ତର୍ଜାତୀୟ ସମ୍ମିଳନୀ ଓ ପ୍ରଦର୍ଶନୀ କେନ୍ଦ୍ରର ପ୍ରଥମ ପର୍ଯ୍ୟାୟ ‘ଯଶୋଭୂମି’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଛନ୍ତି।…