ଆଜିର ଖବର ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ ରେଳ ଦୁର୍ଘଟଣାରେ ପୀଡ଼ିତଙ୍କୁ ଶୁଖିଲା ରାସନ ରିଲିଫ୍ ବଂଟନ ଆରମ୍ଭ ଭୁବନେଶ୍ୱର: ଓଡ଼ିଶାର ବାଲେଶ୍ୱର ଜିଲ୍ଲାର ବାହାନଗାଠାରେ ଘଟିିଥିବା ଦୁଃଖଦ ଟ୍ରେନ୍ ଦୁର୍ଘଟଣାର ମୃତକ ଓ ଗୁରୁତର ଆହତଙ୍କ ପରିବାର ସଦସ୍ୟମାନଙ୍କୁ ସହାୟତା ଉଦ୍ୟମ ଜାରି ରଖି ରିଲାଏନ୍ସ…