ବିଶେଷ ଖବର ‘ମିଶନ ପାୱାର’ ଅଧିନରେ ୨୦୨୭ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଗ୍ରାମକୁ ସବୁ ଦିନିଆ ରାସ୍ତା, ବିଦ୍ୟୁତ ଓ ପାନୀୟ ଜଳ ଭୁବନେଶ୍ୱର: ଆମ୍ଭେମାନେ ଯିଏ ଯେଉଁ ପଦବୀରେ ଥାଉ ନା କାହିଁକି, ଆମେ ସମସ୍ତେ ଜନସେବା ପାଇଁ ଉତ୍ସର୍ଗୀକୃତ ଏବଂ ଆମର କାର୍ଯ୍ୟକଳାପ ପାଇଁ ଆମେ ଜନସାଧାରଣଙ୍କ ପାଖରେ ଉତ୍ତରଦାୟୀ।…