ଆଜିର ଖବର କୁଡାନାଳୀ ରାସ୍ତାର ମରାମତି ଦାବୀରେ କଂଗ୍ରେସ ତରଫରୁ ଆମରଣ ଅନଶନ କନ୍ଦର୍ପ ବେହେରା ରେଢାଖୋଲ: ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ୍ ଜାମୁଜୋରି ପଂଚାୟତର କୁଡାନାଳି ଗ୍ରାମରେ ଥିବା ରାସ୍ତା ମରାମତି ଦାବୀରେ ଆଜି ନାକଟିଦେଉଳ ବ୍ଲକ୍ ପ୍ରାଙ୍ଗଣରେ ଜାତୀୟ…