ଆଜିର ଖବର ରାୟଗଡା ଭିଡ଼ ହିଂସା ମାମଲାରେ ବଡ଼ ଆକ୍ସନ୍ : ‘ରେଡ୍ ଫ୍ଲାଗ୍’ କେସ୍ ଘୋଷଣା ପାଇଁ ସୁପାରିଶ ରାୟଗଡା: ରାୟଗଡା ଜିଲ୍ଲାର କଲ୍ୟାଣସିଂହପୁର ବ୍ଲକରେ ପିଲାଚୋରି ସନ୍ଦେହକୁ କେନ୍ଦ୍ର କରି ଘଟିଥିବା ଭିଡ଼ ହିଂସା ଘଟଣା ରାଜ୍ୟବ୍ୟାପୀ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାର ଗୁରୁତ୍ୱ ଓ…