ଆଜିର ଖବର ଫସଫେଟ୍ ଓ ପଟାସ ସାର ପାଇଁ ପୋଷକ ତତ୍ତ୍ବ ଆଧାରିତ ସବସିଡି ପ୍ରଦାନ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି ନୂଆଦିଲ୍ଲୀ: ଖରିଫ ଋତୁ -୨୦୨୨ (୧ ଏପ୍ରିଲ ଠାରୁ ୩୦ ସେପ୍ଟେମ୍ବର ୨୦୨୨ ପର୍ଯ୍ୟନ୍ତ) ରେ ଫସଫେଟ ଏବଂ ପଟାସ (ପିଏଣ୍ଡକେ) ସାର ଉପରେ ପୋଷକ ତତ୍ତ୍ବ…