ଆଜିର ଖବର ଆସନ୍ତା ୧୩ରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଶୁଭାରମ୍ଭ ହେବ ବିଶ୍ୱର ସର୍ବବୃହତ୍ ରିଭର କ୍ରୁଜ ‘ଗଙ୍ଗା ବିଳାସ’ ନୂଆଦିଲ୍ଲୀ: ଚଳିତ ମାସ ୧୩ତାରିଖ (୧୩ ଜାନୁୟାରୀ-୨୦୨୩)ରେ ଉତ୍ତର ପ୍ରଦେଶର ବାରାଣସୀଠାରେ ଗଙ୍ଗାନଦୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱର ସର୍ବବୃହତ୍ ରିଭରକ୍ରୁଜ ଅଭିଯାନର ଶୁଭାରମ୍ଭ କରିବେ।…