ରିଭ୍ୟୁ ପିଟିସନ

ଭୁବନେଶ୍ୱର: ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ର ପରିପ୍ରେକ୍ଷୀରେ କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ରିଭ୍ୟୁ ପିଟିସନ ଦାଖଲ କରି ପଞ୍ଚାୟତ ନିର୍ବାଚନକୁ ୪ ମାସ ଘୁଞ୍ଚାଇବା ପାଇଁ ନିବେଦନ କରିଛନ୍ତି।…