ଆଜିର ଖବର ଲିଙ୍ଗରାଜ ମହାପ୍ରଭୁଙ୍କ ଶୃଙ୍ଖଳିତ ରୀତିନୀତି ଓ ପୂଜାବିଧି ଉପରେ ମୁଖ୍ୟ ଶାସନ ସଚିବଙ୍କ ବୈଠକ ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲିଙ୍ଗରାଜ ମହାପ୍ରଭୁଙ୍କ ଶୃଙ୍ଖଳିତ ରୀତିନୀତି ଓ ପୂଜାବିଧି ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଲୋକସେବା ଭବନ…