ବିଶେଷ ଖବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିବେ କି ଓଡିଆରେ ଲିଖିତ ରୁଇପାଦ କାଥେଡପଦି ରାମାୟଣ ସେ କେଉଁଠି ପଢିଛନ୍ତି!! କେଦାର ମିଶ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବ୍ୟକ୍ତିତ୍ବର ଗୋଟେ ବଡ ଦିଗ ହେଉଛି, ସେ ଯାହା କହନ୍ତି ପୂର୍ଣ୍ଣ ଆତ୍ମବିଶ୍ବାସର ସହିତ କହନ୍ତି। ତାଙ୍କ କଥାରେ ସତ୍ୟ…