ଆଜିର ଖବର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ: ୫ଟି ସ୍ଥାନରେ ଚଢାଉ ଜାରି ଭୁବନେଶ୍ବର: ବ୍ରହ୍ମପୁର ରୁରାଲ ୱାର୍କ୍ସ ବିଦ୍ୟୁତ ଡିଭିଜନର ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ଚଢାଉ ଜାରି ରଖିଛି। ଜଣେ ଡିଏସପିଙ୍କ ନେତୃତ୍ଵରେ ନିର୍ବାହୀ ଯନ୍ତ୍ରୀ…