ବିଶେଷ ଖବର ନନ୍ଦନକାନନର ହେବ ରୂପାନ୍ତର: ପ୍ଲାଷ୍ଟିକ ବ୍ୟବହାର ସଂପୂର୍ଣ୍ଣ ନିଷେଧ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ଵର: ନନ୍ଦନକାନନର ହେବ ରୂପାନ୍ତର। ୫-ଟି ଉପକ୍ରମରେ ଏହାକୁ ଏକ ବିଶ୍ବସ୍ତରୀୟ ପ୍ରାଣୀ ଉଦ୍ୟାନ ଭାବେ ଏହାର ରୂପାନ୍ତର କରାଯିବ। ଚୂଡଙ୍ଗ ଜଙ୍ଗଲ ଅଞ୍ଚଳକୁ ଏଥିରେ ସାମିଲ…