ଆଜିର ଖବର ୨୯ ପ୍ଲଟର ରେକର୍ଡ ଅଫ୍ ରାଇଟ୍ସ ସଂଶୋଧନ : ମହାପ୍ରଭୁଙ୍କ ନାମକୁ ଫେରିଲା ୦.୧୧୫ ଏକର ଜମି ପୁରୀ: ପୁରୀ ତହସିଲ ଅନ୍ତର୍ଗତ ବଡ଼ଦେଉଳ ସାହି ମୌଜାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭୂସମ୍ପତ୍ତିର ସୁରକ୍ଷା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ୧୯୯୭ ମସିହାରୁ ବିଚାରାଧୀନ ଥିବା…