ଆଜିର ଖବର ପାକିସ୍ତାନ ରେକର୍ଡ ଭାଙ୍ଗିବା ଲକ୍ଷ୍ୟରେ ଓଡ଼ିଆ ପୁଅ ସଚିନ ବେହେରା ଭୁବନେଶ୍ୱର: ଭାରତର ନିଷ୍ଟାଇକର ଭାବରେ ସୁପରିଚିତ ସଚିନ ବେହେରା ଆଉ ଏକ ଗିନିଜ ବିଶ୍ୱ କୀର୍ତ୍ତିମାନ କରିବାକୁ ଲକ୍ଷ୍ୟ ରଖିଛନ୍ତି। ପୂର୍ବରୁ ଗୋଟିଏ ମିନିଟ୍ ଆଣ୍ଠୁ ପ୍ରଘାତ…