ଆଜିର ଖବର ଶାନ୍ତିଶୃଙ୍ଖଳା ମଧ୍ୟରେ ସରିଲା ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ: କୋଟିଆରେ ରେକର୍ଡ ମତଦାନ ଭୁବନେଶ୍ୱର: ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ର୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅଧିନ ୨୮ଟି ବିଧାନସଭା କ୍ଷେତ୍ର…