ଆଜିର ଖବର ମୋ କଲେଜ ଅଭିଯାନ: ବାଣପୁରରେ ଛାତ୍ରୀମାନଙ୍କ ଦ୍ଵାରା ସାଇକେଲ ରାଲି ଓ ପଥପ୍ରାନ୍ତ ନାଟକ ଅନୁଷ୍ଠିତ ସୀତାରାମ ଅଗ୍ରୱାଲ ବାଣପୁର: ଆଜାଦି କି ଅମୃତ ମହୋତ୍ସବ ଅବସରରେ ଆଜି ପୂର୍ବାହ୍ନରେ ମୋ କଲେଜ ଅଭିଯାନ ଅନ୍ତର୍ଗତ ଖୋର୍ଦ୍ଧା ଜିଲ୍ଲା ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ଏନଏସଏସ,…