ଆଞ୍ଚଳିକ ଗୋଦାବରୀଶ ମହାବିଦ୍ୟାଳୟରେ ରକ୍ତଦାନ ଶିବିର ବାଣପୁର: ବାଣପୁର ଆଜି ଗୋଦାବରୀଶ ମହାବିଦ୍ୟାଳୟର ଯୁବ ରେଡକ୍ରସ ଓ ରେଡ ରିବନ କ୍ଳବ୍ ଆନୁକୁଲ୍ୟରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଖୋର୍ଦ୍ଧା ଜିଲ୍ଲାର ରକ୍ତ…