ଆଜିର ଖବର ରକ୍ତ ଭଣ୍ଡାର କାର୍ଯ୍ୟକ୍ଷମ ଦାବିରେ ପୁଣି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ରେଢ଼ାଖୋଲ (କନ୍ଦର୍ପ ବେହେରା): ରେଢ଼ାଖୋଲ ଉପଖଣ୍ଡ ଡାକ୍ତରଖାନାର ବନ୍ଦ ହୋଇ ପଡ଼ିଥିବା ରକ୍ତ ଭଣ୍ଡାରକୁ ତୁରନ୍ତ କାର୍ଯ୍ୟକ୍ଷମ କରିବା ଦାବି ନେଇ ଗୁରୁବାର ପୁଣି ଥରେ ରେଢ଼ାଖୋଲ…