ଅପରାଧ ୩ ଦିନ ହେବ ନିଖୋଜ ଥିବା ବୃଦ୍ଧଙ୍କ ଝୁଲନ୍ତା ଅବସ୍ଥାରେ ମୃତ ଦେହ ଉଦ୍ଧାର କନ୍ଦର୍ପ ବେହେରା ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଏନଏସି ଅନ୍ତର୍ଗତ ରଥତଇଲା ଗ୍ରାମ ନିକଟ ଜଙ୍ଗଲରେ ଏକ ଅଭାବନୀୟ ଘଟଣା ଘଟିଛି। ତିନି ଦିନ ତଳେ ନିଖୋଜ…