ଆଜିର ଖବର ଜନଜାତି ପଂଚାୟତ ପ୍ରତିନିଧିଙ୍କ ସାମର୍ଥ୍ୟ ବିକାଶ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ, କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା ଭୁବନେଶ୍ବର, ଭାରତ ସରକାରଙ୍କ ଜନଜାତି ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଅନୁସୂଚିତ ଜନଜାତି ବର୍ଗର ପଂଚାୟତିରାଜ ସଂସ୍ଥାନଗୁଡ଼ିକର ନିର୍ବାଚିତ ପ୍ରତିନିଧିମାନଙ୍କ ପାଇଁ ଏକ ସାମର୍ଥ୍ୟ ବିକାଶ କାର୍ଯ୍ୟକ୍ରମର ଶୁଭାରମ୍ଭ…