ରେଭେନ୍ସା ଦ୍ୱିତୀୟ କ୍ୟାମ୍ପସ

କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ସୁରକ୍ଷା ଅଭାବକୁ ନେଇ ଛାତ୍ରଛାତ୍ରୀମାନେ ଧାରଣାରେ ବସିଛନ୍ତି। ହଷ୍ଟେଲ ସୁବିଧା, ପାଠପଢ଼ା ପାଇଁ ଆବଶ୍ୟକ…