ବିଶେଷ ଖବର ରାଜଗାଙ୍ଗପୁରରେ ରେଲ୍ ଓଭରବ୍ରିଜ ନିର୍ମାଣ ହେବ ତ୍ବରାନ୍ବିତ: ଆବଶ୍ୟକ ଜମି ସିଧାସଳଖ ଲୋକଙ୍କ ଠାରୁ କିଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଭୁବନେଶ୍ଵର: ସୁନ୍ଦରଗଡ ଜିଲ୍ଲାର ରାଜଗାଙ୍ଗପୁର ଠାରେ ଏକ ରେଲ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ କରା ନ ଯାଇ ସିଧା ସଳଖ ଲୋକଙ୍କ ଠାରୁ ରାଜ୍ୟ…