ଆଜିର ଖବର ରେଳ ଧାରଣାରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର (କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ବ୍ରହ୍ମପୁର ରେଳବାଇ ପୋଲିସ୍ ଥାନା ଅର୍ନ୍ତଗତ ଖୋଡାସିଙ୍ଗି ନିକଟସ୍ଥ ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହକୁ ପୋଲିସ ଉଦ୍ଧାର କରିଛି।…