ରେଳମାର୍ଗ ପ୍ରଶସ୍ତିକରଣ ପ୍ରକଳ୍ପ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ଆଜି ରେଳ ମନ୍ତ୍ରଣାଳୟର ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ଅନୁମୋଦନ କରିଛି ।…