ଜାତୀୟ ଖବର ପଶ୍ଚିମବଙ୍ଗରୁ ଓଡିଶା ଆସୁଥିବା ଟ୍ରେନ ଯାତ୍ରୀଙ୍କ ପାଇଁ ରେଳବାଇ ଜାରୀ କଲା ଗୁରୁତ୍ୱପୂର୍ଣ୍ଣ ସୂଚନା ଭୁବନେଶ୍ବର: ପଶ୍ଚିମବଙ୍ଗରୁ ଓଡ଼ିଶା ଆସୁଥିବା ଯାତ୍ରୀମାନେ, ଯେଉଁମାନେ ଓଡ଼ିଶାର ଯେକୌଣସି ସ୍ଥାନକୁ ଟ୍ରେନ୍ ମାଧ୍ୟ୍ୟମରେ ଆସୁଛନ୍ତି, ସେମାନଙ୍କୁ ଓଡିଶା ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ…