ରେଳ କର୍ମଚାରୀଙ୍କୁ ସମ୍ମାନିତ

ଭୁବନେଶ୍ୱର: ଉତ୍ସର୍ଗୀକୃତ ଏବଂ ସତର୍କତାକୁ ସ୍ୱୀକୃତି ଦେଇ ଏକ ପ୍ରଶଂସନୀୟ ପଦକ୍ଷେପ ସ୍ୱରୂପ ପୂର୍ବତଟ ରେଳପଥ ମହାପ୍ରବନ୍ଧକ ପରମେଶ୍ୱର ଫଙ୍କୱାଲ ଟ୍ରେନ ପରିଚାଳନାର ନିରାପତ୍ତା ଏବଂ ଦକ୍ଷତା…