ଜାତୀୟ ଖବର ରେଳ କୌଶଳ ବିକାଶ ଯୋଜନାର ଶୁଭାରମ୍ଭ କଲେ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ୫୦ ହଜାର ନେବେ ତାଲିମ ନୂଆଦିଲ୍ଲୀ: ଶିଳ୍ପ ଅନୁକୂଳ କୌଶଳ ବିକାଶ କ୍ଷେତ୍ରରେ ପ୍ରବେଶ ସ୍ତରୀୟ ପ୍ରଶିକ୍ଷଣ ପ୍ରଦାନ କରି ଯୁବପିଢ଼ିଙ୍କୁ ସଶକ୍ତ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ରେଳ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ ଏବଂ…