ଆଜିର ଖବର ବାତ୍ୟା ମିଚାଓଙ୍ଗ୍ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଖୋଲାହେଲା ବିପର୍ଯ୍ୟୟ ପରିଚାଳନା ପ୍ରକୋଷ୍ଠ ଭୁବନେଶ୍ଵର: ପୂର୍ବତଟ ରେଳପଥ ବାତ୍ୟା ସାଇକ୍ଲୋଥନ୍ ମିଚାଓଙ୍ଗ୍ ଏବଂ ଏହାର ପ୍ରଭାବରେ ସାମ୍ଭାବ୍ୟ ବିପର୍ଯ୍ୟୟ ପରିଚାଳନା ପାଇଁ ଭୂମି କାର୍ଯ୍ୟ ରକ୍ଷଣାବେକ୍ଷଣର ପ୍ରସ୍ତୁତି କରିଛି। ପାଣିପାଗ ବିଭାଗର…