ଆଞ୍ଚଳିକ ଟାଙ୍ଗୀ ବ୍ଲକରେ ନୂତନ ବିଡିଓ ଭାବେ ଯୋଗ ଦେଲେ ରେଶମା ଟେଟେ ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକରେ ନୂତନ ବିଡିଓ ଭାବେ ନିକଟରେ ଯୋଗ ଦେଇଛନ୍ତି ଓଏଏସ ଅଧିକାରିଣୀ ରେଶମା ଟେଟେ। ଶ୍ରୀମତୀ ଟେଟେ ଏହା…