ଜାତୀୟ ଖବର ଓଡ଼ିଶାରେ ବନ୍ୟ ରେଶମ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର ସ୍ୱାକ୍ଷରିତ, ଜାଣନ୍ତୁ ଏଥିରେ କଣ ହେବ ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଭୁବନେଶ୍ୱରସ୍ଥିତ ରାଜ୍ୟ ଅତିଥି ଭବନଠାରେ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ, ବାଙ୍ଗାଲୋରସ୍ଥିତ କେନ୍ଦ୍ରୀୟ ସିଲକ୍ ବୋର୍ଡ ଏବଂ ଓଡ଼ିଶା…