ବିଶେଷ ଖବର ରେସିଡେନ୍ସି ପିରିଅଡ କମିଲା: ରାଜ୍ୟର ୬୩ ହଜାରରୁ ଉର୍ଦ୍ଧ୍ଵ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକ ମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ କରାଯାଇଛି। ଏହାଦ୍ବାରା ରାଜ୍ୟର…