ଆଜିର ଖବର କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ୟୁରୋପୀୟ ଆୟୋଗର କାର୍ଯ୍ୟନିବାହୀ ଉପାଧ୍ୟକ୍ଷ ରୋକ୍ସାନା ମିଞ୍ଜାତୁ ନୂଆଦିଲ୍ଲୀ/ଭୁବନେଶ୍ୱର: ଭାରତ ଓ ୟୁରୋପୀୟ ସଂଘ ମଧ୍ୟରେ ଶିକ୍ଷା ଓ ଦକ୍ଷତା କ୍ଷେତ୍ରରେ ଥିବା ସମ୍ପର୍କକୁ ଅଧିକ ନିବିଡ ଓ ମଜଭୂତ୍ କରିବା ଦିଗରେ ଶୁକ୍ରବାର ୟୁରୋପୀୟ ଆୟୋଗର…