Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୪୧ ହଜାର ୧୫୭ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୧ ହଜାର ୧୫୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୫୧୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧୧ ଲକ୍ଷ ୬ ହଜାର ୬୫ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୧୩ ହଜାର ୬୦୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨ ଲକ୍ଷ ୬୯ ହଜାର ୭୯୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୨୨ ହଜାର ୬୬୦ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧ ଲକ୍ଷ ୪୫ ହଜାର ୩୮୪ କରୋନା ଅପଡେଟ୍

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୪୫ ହଜାର ୩୮୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୭୯୪ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୩୨ ଲକ୍ଷ ୫ ହଜାର ୯୨୬ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୮ ହଜାର ୪୩୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୯ ଲକ୍ଷ ୯୦ ହଜାର ୮୫୯ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧୦ ଲକ୍ଷ ୪୬ ହଜାର ୬୩୧ ଆକ୍ଟିଭ୍‌ କେସ୍ ରହିଛି।