ବିଶେଷ ଖବର ନନ୍ଦନକାନନର ରୋପୱେ ମାସେ ମଧ୍ୟରେ ଚାଲୁ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ନନ୍ଦନକାନନ ଗସ୍ତ କରି ସେଠାରେ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି…