ଆଜିର ଖବର ବିରଳ ଅସ୍ତ୍ରୋପଚାର ପ୍ରକ୍ରିୟା ସବୁ ସ୍ଥାନରେ ସମ୍ଭବ: ବିଶିଷ୍ଟ ରୋବୋଟିକ୍ ଅଙ୍କୋ ସର୍ଜନ୍ ଭୁବନେଶ୍ୱର: ଆଧୁନିକ ଅସ୍ତ୍ରୋପଚାର ପଦ୍ଧତିର ଉଦ୍ଭାବନ ଦ୍ୱାରା ବର୍ତ୍ତମାନ ଛୋଟ ଛୋଟ ସହରରେ ମଧ୍ୟ ବିରଳ ଅସ୍ତ୍ରୋପଚାର ସମ୍ଭବପର ହୋଇପାରୁଛି। ଏହା ରୋଗୀମାନଙ୍କ ପାଇଁ ବେଶ ଆସ୍ୱସ୍ତିକର…