ଲକଡାଇନରେ ହେବ ଆଧାର ସଂଶୋଧନ

ନୂଆଦିଲ୍ଲୀ, ଗ୍ରାମାଞ୍ଚଳର ଲୋକମାନଙ୍କ ସୁବିଧା ନିମନ୍ତେ ୟୁନିକ ଆଇଡେଣ୍ଟିଫିକେସନ ଅଥରିଟି ଅଫ୍ ଇଣ୍ଡିଆ (UIDAI) ଏକ ବଡ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ସୂଚନା ଓ ଇଲେକ୍ଟ୍ରୋନିକ୍ସ ମନ୍ତ୍ରଣାଳୟ…