ଆଜିର ଖବର ଖଣ୍ଡାରେ ଆକ୍ରମଣ କରି ଲକ୍ଷାଧିକ ଟଙ୍କା ଲୁଟ୍: ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହେଲେ ଯୁବକ କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଜାତୀୟ ରାଜପଥ କନିଷି ହାଟ ଗୁଣ୍ଡିଚା ନଗର ନିକଟରେ କୁନା ଡାକୁଆ ନାମକ ଜଣେ ଯୁବକକୁ ତିନି…