ଆଜିର ଖବର ଯୋଗାଣ ବିଭାଗ ପକ୍ଷରୁ ଗ୍ୟାସ ଏଜେନ୍ସି ଉପରେ ଚଢ଼ାଉ: ୫୩୪ ରୁ ଉର୍ଦ୍ଧ୍ଵ ଟାଙ୍କି ଜବତ ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଯୋଗାଣ କାର୍ଯ୍ୟାଳୟ ପକ୍ଷରୁ ଭୁବନେଶ୍ୱରସ୍ଥିତ ଲକ୍ଷ୍ମୀ ଏଣ୍ଟରପ୍ରାଇଜେସ ଗ୍ୟାସ ଏଜେନ୍ସି ଉପରେ ଚଢ଼ାଉ କରାଯାଇଛି। ବିଭିନ୍ନ ଅଭିଯୋଗ ଓ ବିଶ୍ୱସ୍ତ ସୂତ୍ରରୁ ମିଳିଥିବା…