ଲଜିଷ୍ଟିକ୍ସ ପ୍ରଦର୍ଶନ ସୂଚକାଙ୍କ

ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଶ୍ୱ ବ୍ୟାଙ୍କର ଲଜିଷ୍ଟିକ୍ସ ପ୍ରଦର୍ଶନ ସୂଚକାଙ୍କରେ ଭାରତ ଉଲ୍ଲେଖନୀୟ ପ୍ରଦର୍ଶନ କରି ୧୬ଟି ସ୍ଥାନ ଆଗେଇ ଥିବାରୁ ସନ୍ତୋଷ ବ୍ୟକ୍ତ କରିଛନ୍ତି।…