ଜାତୀୟ ଖବର ଭାରତୀୟ ରେଳପଥରେ ତିନୋଟି ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କ୍ୟାବିନେଟ ଅନୁମୋଦନ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଆଜି ରେଳ ମନ୍ତ୍ରଣାଳୟର ମୋଟ ୭୯୨୭ କୋଟି ଟଙ୍କା (ପାଖାପାଖି) ତିନୋଟି…