ଆଜିର ଖବର ଅଘୋଷିତ ବିଜୁଳି କାଟ୍ ବିରୁଦ୍ଧରେ ବିଜେପିର ଲଣ୍ଟନ ଧରି ଅଭିନବ ପଦଯାତ୍ରା ଭୁବନେଶ୍ୱର: ରାଜଧାନୀରେ ବାରମ୍ବାର ବିଜୁଳି କାଟ ବିରୋଧରେ ଆଜି ଭୁବନେଶ୍ବର ବିଜେପି ତରଫରୁ ଲଣ୍ଠନ ଧରି ପ୍ରତିବାଦ କରାଯାଇଛି। ଏକାମ୍ର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରାଜାରାଣୀ ମଣ୍ଡଳ…