ଆଜିର ଖବର ଭୂପୃଷ୍ଠରୁ ଆକାଶମାର୍ଗକୁ ଆକ୍ରମଣ ଲାଗି ସକ୍ଷମ ଲମ୍ବା ଦୂରଗାମୀ କ୍ଷେପଣାସ୍ତ୍ର ‘କୁଶା’ର ସଫଳ ପରୀକ୍ଷଣ ଭୁବନେଶ୍ଵର: ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ୨୩ ଜୁଲାଇ ୨୦୨୬ରେ ଓଡ଼ିଶା ଉପକୂଳ ଏପିଜେ ଅବଦୁଲ କଲାମ୍ ଦ୍ୱୀପରୁ ଲମ୍ବା ଦୂରଗାମୀ କ୍ଷେପଣାସ୍ତ୍ର ‘କୁଶା’ର…